ଜାନୁଆରୀ ୪ରୁ ଚିଲିକାରେ ବିଦେଶାଗତ ପକ୍ଷୀ ଗଣନା
ଭୁବନେଶ୍ବର: ଚିଲିକାରେ ଜାନୁୟାରୀ ୪ ତାରିଖରେ ଶୀତକାଳୀନ ପକ୍ଷୀ ଗଣନା କରାଯିବ । ଏଥି ପାଇଁ ବନବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ତେବେ ସକାଳ ୬ଟାରୁ ଗଣନା କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ସ୍ୱତନ୍ତ୍ର ଟିମ୍ ନିଯୁକ୍ତ ହେବେ ବୋଲି ଚିଲିକା ବନ୍ୟପ୍ରାଣୀ ଡିଭିଜନ ଡିଏଫ୍ଓ ସୂଚନା…