ଗ୍ଲୋଭ୍ସ ତିଆରି କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ: ୬ ଜୀବନ୍ତ ଦଗ୍ଧ
ମୁମ୍ବାଇ: ମହାରାଷ୍ଟ୍ର ଛତ୍ରପତି ଶମ୍ଭାଜି ନଗରରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁରେ ୬ ଜଣ ଜୀବନ୍ତ ଦଗ୍ଧ । ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ମିଳିଥିବା ଖବର ଅନୁଯାୟୀ, ୩ଟି ଦମକଳ ବାହିନୀ ପହଞ୍ଚି ନିଆଁକୁ ସମ୍ପୂର୍ଣ୍ଣ ଆୟତ୍ତ କରି ନେଇଛନ୍ତି ।
ରବିବାର…