ଘରେ ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପରାମର୍ଶ
ଭୁବନେଶ୍ବର: ରାଜ୍ୟରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ଘଣ୍ଟାରେ ପୁଣି ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କିନ୍ତୁ ଜଣେ ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ ରାଜ୍ୟରେ ୧୩ଟି ଆକ୍ଟିଭ କେସ ରହିଛି । ପରିସ୍ଥିତି ଗମ୍ଭୀର ନଥିଲେ ମଧ୍ୟ ସତର୍କ ରହିବା ଆବଶ୍ୟକ ବୋଲି କହିଛନ୍ତି…