ଓଜେଏସ ରେଜଲ୍ଟ: ବାପାଙ୍କ ସ୍ଵପ୍ନ ପୁରଣ କରିବା ଥିଲା ପ୍ରଥମ ଇଚ୍ଛା, ଦ୍ଵିତୀୟ ପ୍ରୟାସରେ ପାଇଲେ ସଫଳତା
ପୁରୀ: ପ୍ରକାଶ ପାଇଛି ଚଳିତ ବର୍ଷର ଓଜେଏସ ପରୀକ୍ଷା ଫଳ । ପ୍ରଥମ ପ୍ରୟାସରେ ଭୁବନେଶ୍ଵର ଝିଅ ସୁଶ୍ରୀତା ମିଶ୍ର ପ୍ରଥମ ସ୍ଥାନରେ ଥିବା ବେଳେ ନିଲିଶା ପଟ୍ଟନାୟକ ଦ୍ଵିତୀୟରେ ଓ ଅନନ୍ୟା ମିଶ୍ର ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଏହାରି ଭିତରେ ପୁରୀର ଝିଅ ଶୁଭଶ୍ରୀ ସୌମ୍ୟାକାନ୍ତି ପ୍ରଧାନ…