ଅର୍ଥାଭାବ ଯୋଗୁ ଆଫଗାନିସ୍ତାନରେ ହେଉଛି ସାମୂହିକ ବିବାହ
କାବୁଲ: ଚାଲିଛି ବିବାହ ଋତୁ । ବିବାହ ଏକ ପ୍ରକାର କାର୍ଯ୍ୟକ୍ରମ ନୁହେଁ ତ ହିନ୍ଦୁ ସଂସ୍କୃତିରେ ଏହା ଏକ ଉତ୍ସବ ଭାବେ ପାଳନ କରାଯାଏ । ଘରେ ଗହଳ ଚହଳ ଲାଗିବା ସହ ଖାଦ୍ୟ-ପାନୀୟର ଆସର ଲାଗେ । କିନ୍ତୁ ପୃଥିବୀର ସବୁଠାରୁ ଗରିବ ଦେଶ କୁହାଯାଉଥିବା ଆଫଗାନିସ୍ତାନ ଏବେ ଅର୍ଥାଭାବ ସଙ୍ଗେ ଜୁଝି…