କେଏଲ ରାହୁଲଙ୍କ ଅପରାଜିତ ଅର୍ଦ୍ଧଶତକ: ଭାରତ ୨୦୮/୮
ସେଂଚୁରିଆନ: କେଏଲ ରାହୁଲଙ୍କ ଅପରାଜିତ ଅର୍ଦ୍ଧଶତକ ବଳରେ ଏଠାରେ ଆରମ୍ଭ ହୋଇଥିବା ପ୍ରଥମ କ୍ରିକେଟ ଟେଷ୍ଟର ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ଭାରତ ୮ ୱିକେଟ ବିନିମୟରେ ୨୦୮ ରନ ସଂଗ୍ରହ କରିଛି । ବର୍ଷା ଯୋଗୁ ୫୯ ଓଭର ଖେଳାଯିବା ସମ୍ଭବପର ହୋଇଥିଲା । ବାକି ୪ ଦିନ ୯୮ ଓଭର ଖେଳାଯିବ । ଟସ ଜିତି…