ଜନ୍ମିଦନ ଭୋଜି ଖାଇବା ପରେ ବାଲିଗୁଡ଼ାରେ ଅନେକ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି
କନ୍ଧମାଳ: ବାଲିଗୁଡ଼ାରେ ଏକ ଜନ୍ମଦିନ ପାର୍ଟିରେ ଖାଦ୍ୟ ଖାଇ ୩୦ରୁ ଅଧିକ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହା ଉତ୍ସବମୁଖର ପରିସ୍ଥିତିକୁ ଫିକା କରି ଦେଇଛି। ଶୁକ୍ରବାର କଲ୍ୟାଣ ମଣ୍ଡପରେ ଏକ ଭୋଜିର ଆୟୋଜନ କରାଯାଇଥିଲା।
ପାର୍ଟିର କିଛି ଘଣ୍ଟା ପରେ, ଅନେକ ଅତିଥି ଫୁଡ୍ ପଏଜନିଂର ଲକ୍ଷଣ ଅନୁଭବ…