ଧାନ କିଣାରେ ବ୍ୟାପକ ଦୁର୍ନୀତି: ଏମ.ଏସ.ପି ବୃଦ୍ଧି ସହ କୁଇଣ୍ଟାଲ ପିଛା ୬ଶହ ବୋନସ ଦାବି
ଭୁବନେଶ୍ଵର: ପୁଣି ଚାଷୀଙ୍କ ପାଇଁ ଗର୍ଜିଲା କିଷାନ କଂଗ୍ରେସ। ଧାନକିଣାରେ ବ୍ୟାପକ ଦୁର୍ନୀତି, ଟୋକନ, ଟାର୍ଗେଟ ଓ ମଣ୍ଡି ସମସ୍ୟାରେ ଘୋର ଅବ୍ୟବସ୍ଥା ନେଇ ସରକାରଙ୍କୁ ଟାର୍ଗେଟ କରିଛି। ଏଥିସହ ଏମ.ଏସ.ପି ବୃଦ୍ଧି ଓ ପ୍ରତି କୁଇଣ୍ଟାଲରେ ୬ଶହ ଟଙ୍କା ବୋନସ ଦେବାକୁ କିଷାନ କଂଗ୍ରେସ ପକ୍ଷରୁ…