ଝଡ଼ବର୍ଷା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଗୁରୁବାର ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଓଡ଼ିଶାର ୧୦ଟି ଜିଲ୍ଲା ପାଇଁ ଏକ ଅରେଞ୍ଜ ଆଲର୍ଟ ଜାରି କରିଛି।
ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ୩ ଘଣ୍ଟା ମଧ୍ୟରେ ଅନୁଗୁଳ, ବୌଦ୍ଧ, କଟକ, ଢେଙ୍କାନାଳ, ଗଞ୍ଜାମ, କନ୍ଧମାଳ, ଦେଓଗଡ଼, କେନ୍ଦୁଝର,…