ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ କଲେ ବାଲି ମାଫିଆ
ଭୁବନେଶ୍ଵର: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ ବାଲି ମାଫିଆ ଓ ପ୍ରଶାସନ ମୁହାଁମୁହିଁ ହୋଇଥିବା ଘଟଣା ସାମ୍ନାକୁ ଆସିଛି।
ସୂଚନା ଅନୁଯାୟ, ଆଜି ରାଜନଗର ଅତିରିକ୍ତ ତହସିଲଦାର ଆଶିଷ କୁମାର ଜେନା ରୁଟିନ ଏନଫୋର୍ସମେଣ୍ଟ ସମୟରେ ଏକ ବାଲି ବୋଝଇ ହାଇୱାକୁ ଅଟକାଇବାକୁ ଚେଷ୍ଟା କରିଥିଲେ।…