ମୋ ପୁଅ ଦୋଷ କରିଥିଲେ ଫାଶୀ ଦେଇଦିଅ: ଏମିତି କହିଲେ ଅନୁପ୍ରବେଶକାରୀଙ୍କ ବାପା
ନୂଆଦିଲ୍ଲୀ: ଯଦି ମୋ ପୁଅ କିଛି ଭୁଲ କରିଛି ତେବେ ତାଙ୍କୁ ଫାଶୀ ଦିଆଯିବା ଉଚିତ୍ । ଏଥିରେ ମୋର କୌଣସି ଆପତ୍ତି ନାହିଁ । ଏମିତି କିଛି କହିଛନ୍ତି ସଂସଦ ଭିତରେ ପଶି ଧୂଆଁ ସ୍ପ୍ରେ କରିଥିବା ଅଭିଯୁକ୍ତ ମନୋରଞ୍ଜନ ଗୌଡ଼ାଙ୍କ ବାପା ଦେବରାଜ ଗୌଡା । ବୁଧବାର ଲୋକସଭା ଚାଲିଥିବା ବେଳେ ଦୁଇ ଜଣ…