କଳା ଟଙ୍କା ଜବତ ଘଟଣାରେ ବିଜେପି ଉପରେ ଦୋଷ ଲଦିଲା ବିଜେଡି: କହିଲା, ରାଜ୍ୟ କଂଗ୍ରେସକୁ ବଞ୍ଚାଇବା ପାଇଁ ଡିଲ୍…
ଭୁବନେଶ୍ୱର: ଦୁଇ ଦିନ ତଳେ ଆମେ କହିଥିଲୁ, ଆୟକର ବିଭାଗର ଚଢାଉରୁ ବିପୁଳ ଟଙ୍କା ମିଳିବା ମାମଲାରେ ଓଡିଶା ବିଜେପି, କଂଗ୍ରେସକୁ ଢାଲ ସାଜି ସୁରକ୍ଷା ଦେଉଛି । ପ୍ରାଣପଣେ ବଞ୍ଚାଇବାକୁ ଉଦ୍ୟମ କରୁଛି । ଯାହା ଆଜି ପ୍ରମାଣିତ ହୋଇଛି । ଲାଗୁଛି, ଓଡିଶା କଂଗ୍ରେସର ପ୍ରବକ୍ତା ହୋଇ, ଏଠି ଓଡିଶା…