Latest Odisha News

BREAKING NEWS

ନବୀନ ଜିନ୍ଦଲ ନେତୃତ୍ଵାଧୀନ ଜେଏସପିଏଲକୁ ସିଏସଆର ଜର୍ଣ୍ଣାଲ ସିଏସଆର ଏକ୍ସେଲେନ୍ସ ପୁରସ୍କାର

ନୂଆଦିଲ୍ଲୀ: ଦେଶର ଗ୍ରାମାଞ୍ଚଳ ତଥା ଆଦିବାସୀ ଅଞ୍ଚଳରେ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ବିଶ୍ବର ଅନ୍ୟତମ ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)କୁ ସିଏସଆର ଜର୍ଣ୍ଣାଲ ଦ୍ୱାରା ସିଏସଆର ଏକ୍ସଲେନ୍ସ ଆୱାର୍ଡ ପ୍ରଦାନ କରାଯାଇଛି ।…

ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ୍ ୨୦୨୩ର ଶୁଭାରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ କଳାଭୂମିଠାରେ ରବିବାର ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ ୨୦୨୩ର ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ୍ ୨୦୨୩ ହେଉଛି ଏକ ୧୪ ଦିନିଆ ସ୍ମରଣୀୟ ଯାତ୍ରାର ଦ୍ୱିତୀୟ ସଂସ୍କରଣ । ଷ୍ଟାର୍ଟଅପ୍ ବ୍ୟବସ୍ଥାର ପ୍ରତ୍ୟେକ ଅଂଶୀଦାରଙ୍କ…

ଅଲିଭ ରିଡଲେଙ୍କ ପାଇଁ ବନ୍ଦ ରହିବ କ୍ଷେପଣାସ୍ତ୍ର ପରୀକ୍ଷଣ

ବାଲେଶ୍ୱର: ଅଲିଭ ରିଡଲେଙ୍କ ସୁରକ୍ଷା ପାଇଁ ବନ୍ଦ ରହିବ କ୍ଷେପଣାସ୍ତ୍ର ପରୀକ୍ଷଣ । ଚାନ୍ଦିପୁରର ଆଇଟିଆରରୁ ୩ ମାସ ଧରି ବନ୍ଦ ରହିବ ମିଜାଇଲ ପରୀକ୍ଷଣ । ଲକ୍ଷାଧିକ ଅଲିଭ ରିଡ୍‌ଲେ କଇଁଛ ସେମାନଙ୍କ ବଂଶ ବୃଦ୍ଧି ପାଇଁ ଓଡ଼ିଶା ଉପକୂଳକୁ ବାଛିଥାନ୍ତି । ଏମାନଙ୍କ ସୁରକ୍ଷା ପାଇଁ ବାଲେଶ୍ୱରରୁ…

ଏକ୍ସପ୍ରେସ୍ ଟ୍ରେନରେ ରହିବନି ସାଧାରଣ ବଗି, ମହଙ୍ଗା ହେବ ରେଳ ଯାତ୍ରା

ନୂଆଦିଲ୍ଲୀ : ଏକ୍ସପ୍ରେସ୍ ଟ୍ରେନରେ ରହିବନି ସାଧାରଣ ବଗି । ଆଗକୁ ମହଙ୍ଗା ହେବ ରେଳ ଯାତ୍ରା । କାରଣ ଏଣିକି ଟ୍ରେନରେ ଜେନେରାଲ ବଗି ଓ ସ୍ଲିପର୍ କୋଚ୍ ବଦଳରେ ଲାଗିବ ଏସି କୋଚ୍ । ଆସନ୍ତା ୨ ବର୍ଷ ଭିତରେ କେତେକ ପାସେଞ୍ଜର ଟ୍ରେନ୍ ବ୍ୟତୀତ ସମସ୍ତ ଏକ୍ସପ୍ରେସ୍ ଟ୍ରେନ୍‌ରେ ଏହି ବ୍ୟବସ୍ଥା…

ମ୍ୟାଟ୍ରିକ ନମୁନା ପ୍ରଶ୍ନପତ୍ରରେ ତ୍ରୁଟି : ହରଡ଼ଗଣାରେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଆସନ୍ତା ବର୍ଷ ହେବାକୁ ଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶିତ ପ୍ରଶ୍ନପତ୍ର ନମୁନାରେ ତ୍ରୁଟି ରହିଥିବା ଅଭିଯୋଗ ହୋଇଛି । ଏହି ତ୍ରୁଟି ଦେଖି ଛାତ୍ରଛାତ୍ରୀ ହରଡ଼ ଗଣାରେ ପଡ଼ିଛନ୍ତି । କାହାକୁ ପଢ଼ିବେ ନିଜ ପାଠ୍ୟକ୍ରମକୁ ନା…

ବିଜୁବାବୁଙ୍କ ପ୍ରତିମୂର୍ତ୍ତିରୁ ଚଷମା କାଢି ରିଲ୍ସ ବନାଇଲେ ଯୁବକ : ପରେ ମାଗିଲେ କ୍ଷମା

ରାଜନଗର: ଆଜିକାଲି ଯୁବପିଢୀଙ୍କ ପାଇଁ ରିଲ୍ସ କରିବା ଏକ ପ୍ରକାର ଫ୍ୟାଶନ ହୋଇଯାଇଛି । ଏମିତି କି ରିଲ୍ସ ପାଇଁ ନିଜ ଜୀବନକୁ ବାଜି ମଧ୍ୟ ଲଗାଇ ଦେଇଥାନ୍ତି । ଆଉ କିଛି ସ୍ଥାନ,କାଳ, ପାତ୍ର ବି ଭୁଲି ଯାଆନ୍ତି । ମନଛୁଆଁ ଗୀତର ତାଳେ ତାଳେ ନୃତ୍ୟ କରି ଭିଡିଓ କରିଥାନ୍ତି । ଏବେ ସେମିତି ଏକ…

‘ମଦ ଦୁର୍ନୀତି ଓ ବିପୁଳ ଗଚ୍ଛିତ କଳାଟଙ୍କା ବିରୋଧରେ ଆସନ୍ତାକାଲି ଆନ୍ଦୋଳନ କରିବ ବିଜେପି’

ଭୁବନେଶ୍ୱର: ରାଜ୍ୟରେ ମଦ ସାମ୍ରାଜ୍ୟରେ  ଆୟକର ବିଭାଗର ରେଡ୍ ରେ ପୁଳା ପୁଳା କଳା ଟଙ୍କା ର ଗୁମର ଫିଟୁଛି । ଯାହାକୁ ନେଇ ଆସନ୍ତାକାଲି (ସୋମବର) ରାଜ୍ୟର ସମସ୍ତ ସବ୍‌ଡିଭିଜନ ସମ୍ମୁଖରେ ବିଜେପି ପକ୍ଷରୁ ବିଜେଡି ସରକାରର ଏହି ମଦ ଦୁର୍ନୀତି ଓ ଗଚ୍ଛିତ ବିପୁଳ କଳାଟଙ୍କା ବିରୋଧରେ ପ୍ରତିବାଦ…

ପୂର୍ବାଞ୍ଚଳ ପରିଷଦ ବୈଠକରେ ଯୋଗଦେଲେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ

ପାଟନା: ଆଜି ବିହାରର ରାଜଧାନୀ ପାଟନାଠାରେ ପୂର୍ବାଞ୍ଚଳ ପରିଷଦର ୨୬ ତମ ବୈଠକରେ ଯୋଗଦେଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ଏହି ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସମେତ ଝାଡ଼ଖଣ୍ଡ, ଓଡ଼ିଶା, ପଶ୍ଚିମବଙ୍ଗ ଓ ବିହାରର ବରିଷ୍ଠ ମନ୍ତ୍ରୀମାନେ ଯୋଗ ଦେଇଥିଲେ । ବୈଠକରେ…

ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି୨୦ ବର୍ଷା ଯୋଗୁ ବାତିଲ

ଡର୍ବାନ: ଏଠାରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ କ୍ରିକେଟ ସିରିଜର ପ୍ରଥମ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଯାଇଛି । ପ୍ରବଳ ବର୍ଷା ଯୋଗୁ ଟସ ପକାଯାଇ ନ ଥିଲା କିମ୍ବା ଗୋଟିଏ ବି ବଲ ଖେଳାଯିବା ସମ୍ଭବପର ହୋଇ ନ ଥିଲା । ଆଗକୁ ଟି୨୦ ବିଶ୍ୱକପ ହେବାକୁ ଥିବାରୁ ଉଭୟ ଟିମ…

କେତେ ସୁରକ୍ଷିତ ମହିଳା? ବେଙ୍ଗାଲୁରୁରେ ସର୍ବାଧିକ ଏସିଡ ଆଟାକ୍ ମାମଲା 

ନୂଆଦିଲ୍ଲୀ: ଦେଶରେ ବୃଦ୍ଧି ପାଇଛି ଏସିଡ ଆଟାକ୍ ସଂଖ୍ୟା। ବିଶେଷ କରି ମହିଳା ଓ ଛାତ୍ରୀଙ୍କ ଉପରେ ଆଟାକ୍ କରାଯାଉଛି। ନ୍ୟାସନାଲ କ୍ରାଇମ ରେକର୍ଡ ବ୍ୟୁରୋ ଦ୍ୱାରା ପ୍ରକାଶିତ ନୂତନ ରିପୋର୍ଟ ଅନୁଯାୟୀ, ଗତବର୍ଷ ବେଙ୍ଗାଲୁରୁରେ ମହିଳାମାନେ ସର୍ବାଧିକ ଏସିଡ୍ ଆକ୍ରମଣର ଶିକାର ହୋଇଥିଲେ। ୨୦୨୨…