GMAPV: ଜିଏମଏପିଭି ଯୋଜନା ଅଧିନରେ ଜମି ଚିହ୍ନଟ ପାଇଁ ଜିଲ୍ଲାପାଳଙ୍କୁ ଚିଠି
ଭୁବନେଶ୍ୱର:ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ (ଜିଏମଏପିଭି) ଯୋଜନା ଅଧୀନରେ ବିଦ୍ୟାଳୟ ନିର୍ମାଣ ପାଇଁ ୫ ଏକର ଉପଯୁକ୍ତ ଜମି ଅଗ୍ରାଧିକାର ଭିତ୍ତିରେ ଚିହ୍ନଟ କରିବା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖାଯାଇଛି । ଉପଯୁକ୍ତ ଜମି ଅଗ୍ରାଧିକାର ଭିତ୍ତିରେ ଚିହ୍ନଟ କରିବା ସହ…