ମହିଳାଙ୍କ ଆଖିରୁ ବାହାରିଲା ୬୦ ଜୀବନ୍ତ ପୋକ, ଆଶ୍ଚର୍ଯ୍ୟଚକିତ ହେଲେ ଡାକ୍ତର
ଚୀନ୍ : ମହିଳାଙ୍କ ଆଖିରୁ ବାହାରିଲା ୬୦ ଜୀବନ୍ତ ପୋକ । କଥାଟା ଶୁଣିବାକୁ ଟିକିଏ ଆଶ୍ଚର୍ଯ୍ୟ ଲାଗୁଥାଇପାରେ । ମାତ୍ର ଏହା ସତ । ଚୀନ୍ର ଏକ ଡାକ୍ତରଖାନାରେ ଡାକ୍ତରମାନେ ମହିଳାଙ୍କ ବାମ ଆଖିରୁ ୪୦ଟି ଓ ଡାହଣ ଆଖିରୁ ୨୦ଟି ଜିଅନ୍ତା ପୋକ ବାହାର କରିଛନ୍ତି । ଡାକ୍ତରଙ୍କ କହିବା…