ହାତଠାରି ଡାକୁଥିଲା ମୃତ୍ୟୁ ହେଲେ ଭଗବାନଙ୍କ ଇଚ୍ଛା ଥିଲା କିଛି ଅଲଗା
ବାଙ୍କୀ : କଥାରେ ଅଛି ରଖେ ହରି ତ ମାରେ କିଏ । ଧରାପୃଷ୍ଠରେ ଯିଏ ଜନ୍ମ ନେଇଛି ମାନେ , ମୃତ୍ୟୁ ସୁନିଶ୍ଚିତ । ଏହା ନିରାଟ ସତ୍ୟ ହେଲେ । ହେଲେ ଭଗବାନଙ୍କ ଇଚ୍ଛା ଆଗରେ ସବୁ କିଛି ଫେଲ ମାରିଥାଏ । ଏମିତି କିଛି ଘଟଣା ଦେଖିବାକୁ କଟକ ଜିଲ୍ଲା ବାଙ୍କୀ ସୁବର୍ଣ୍ଣପୁର ଜାତମୁଣ୍ଡିଆ ବ୍ରିଜ…