ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ, ଭୟରେ ଗ୍ରାମବାସୀ
ଅନୁଗୋଳ: ହାତୀ ଆକ୍ରମଣରେ ଚାଲିଗଲା ଦୁଇ ଜଣଙ୍କ ଜୀବନ । ଅନୁଗୋଳ ଜିଲ୍ଲା ଶରଧାପୁର ଓ ଛେଳିଆପଡା ଗାଁରୁ ଆସିଛି ଏଭଳି ଦୁଃଖଦ ଘଟଣା । ମୃତକ ଦୁଇ ଜଣ ହେଉଛନ୍ତି ୧୮ ବର୍ଷିୟ ଯୁବକ ଗୁରୁ ନାଏକ ଓ ବୃଦ୍ଧ ଅଇଁଠୁ ସାହୁ । ସେପଟେ ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ ଆନ୍ଦୋଳନକୁ…