ଟୁଥବ୍ରଶକୁ ଖାଇଦେଲେ ମହିଳା,ବିଗିଡ଼ି ଗଲା ଅବସ୍ଥା
ଟୁଥବ୍ରଶକୁ ଆମେ ସାଧାରଣତଃ ଦାନ୍ତ ଘଷିବା ପାଇଁ ବ୍ୟବହାର କରୁଥାଉ । ଟୁଥ୍ବ୍ରଶକୁ ନେଇ ନିକଟରେ ଏପରି କିଛି ଘଟଣା ସାମ୍ନାକୁ ଆସିଛି, ଯାହାକୁ ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ଜଣେ ସ୍ପେନୀୟ ମହିଳା ତାଙ୍କ ଟୁଥବ୍ରଶକୁ ଗିଳି ଦେଇଛନ୍ତି ଯାହା ପରେ ତାଙ୍କ ଅବସ୍ଥା ବିଗିଡି ଯାଇଥିଲା ।…