ଦୁଇ ମାସ ପାଇଁ ହାଓ୍ବଡ଼ା-ପ୍ରଶାନ୍ତି ନିଳୟମ ଏକ୍ସପ୍ରେସ ଆଂଶିକ ବାତିଲ୍, ପ୍ରଶାନ୍ତି ଏକ୍ସପ୍ରେସର ରୁଟ୍ ପରିବର୍ତ୍ତନ
ଭୁବନେଶ୍ବର: ଦୁଇ ମାସ ଯାଏ ହାଓ୍ବଡ଼ା-ପ୍ରଶାନ୍ତି ନିଳୟମ ଏକ୍ସପ୍ରେସ ଆଂଶିକ ବାତିଲ୍। ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି ଦକ୍ଷିଣ ପଶ୍ଚିମ ରେଳପଥ ପରିସୀମା ମଧ୍ୟରେ ଆଂଶିକ ବାତିଲ କରାଯାଇଛି। ସେହିପରି ବାସମପଲ୍ଲୀ ରେଳ ଷ୍ଟେସନ ମଧ୍ୟରେ ଟନେଲ ଓ ବ୍ରିଜ ଗୁଡିକର…