୫ରେ ଆନ୍ଧ୍ରପ୍ରଦେଶରେ ମାଡ ହେବ ବାତ୍ୟା ‘ମିଚାଉଙ୍ଗ’, ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କଲା IMD
ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ପ୍ରବଳ ବର୍ଷା ହେବା ନେଇ ଚେତାବନୀ ଜାରି କରିଛି ଆଇଏମଡି । ଆଇଏମଡି ଅନୁଯାୟୀ, ଡିସେମ୍ବର ୫ରେ ବତ୍ୟା ‘ମିଚାଉଙ୍ଗ’ ଆନ୍ଧ୍ରପ୍ରଦେଶର ଉପକୂଳରେ ସ୍ଥଳଭାଗ ଛୁଇଁବ । ଯାହାର ପ୍ରଭାବରେ…