ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ନିଟ୍ ଓ ଜେଇଇ କୋଚିଂ
ଭୁବନେଶ୍ୱର: ରାଜ୍ୟର ସମସ୍ତ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ ମାଗଣା ଅନଲାଇନ୍ ନିଟ୍ ଏବଂ ଜେଇଇ କୋଚିଂ ଯୋଗାଇବାକୁ ନିଷ୍ପତ୍ତି ନେଇଛନ୍ତି ଓଡିଶା ସରକାର । ଭର୍ଚୁଆଲ୍ କୋଚିଂ ପାଇଁ ବ୍ୟବସ୍ଥା କରିବାକୁ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଗତକାଲି…