Pitabas Panda Murder: ଆଇନଜୀବୀ ପୀତବାସ ମର୍ଡର କେସ୍; ୩୦ ହଜାର ପୃଷ୍ଠାର ଚାର୍ଜସିଟ ଦାଖଲ
ବ୍ରହ୍ମପୁର:ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାକୁ ନେଇ ବ୍ରହ୍ମପୁର ଏସଡିଜେଏମ କୋର୍ଟରେ ଚାର୍ଜସିଟ୍ ଦାଖଲ କଲା ବୈଦନାଥପୁର ପୋଲିସ। ପ୍ରାୟ ୩୦ ହାଜର ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ପୋଲିସ।
ସୂଚନାଥାଉକି,ସ୍ବତନ୍ତ୍ର ଟ୍ରଙ୍କରେ କାଗଜପତ୍ର ନେଇ କୋର୍ଟକୁ ଆସିଥିଲା ପୋଲିସ ।…