ବାତ୍ୟା ଆଶଙ୍କା : ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଏସଆରସିଙ୍କ ଚିଠି
ଭୁବନେଶ୍ବର : ଦକ୍ଷିଣ ଆଣ୍ଡାମାନ ସାଗରରେ ଗତକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହାକି ଆଜି ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆସନ୍ତାକାଲି ସୁଦ୍ଧା ଅବପାତର ରୂପ ନେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଘନୀଭୂତ ହୋଇ ବାତ୍ୟା ରୂପ ନେବ । ଏ ନେଇ…