ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା : ମହାପ୍ରଭୁଙ୍କ ରାଜରାଜେଶ୍ବର ବେଶ ଦେଖିବାକୁ ଶ୍ରୀକ୍ଷେତ୍ରରେ ପ୍ରବଳ ଗହଳି
ପୁରୀ: ଆଜି ମହାପଞ୍ଚୁକ ବ୍ରତର ଶେଷ ଦିନ । ଅର୍ଥାତ୍ ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ବା ଡଙ୍ଗା ଭସା । ଆଜି ସୁନାବେଶ ବା ରାଜରାଜେଶ୍ବର ବେଶରେ ପର୍ଶନ ଦେଉଛନ୍ତି ମହାପ୍ରଭୁ । ସୁନାବେଶ ଦର୍ଶନ କରିବା ଲାଗି ଶ୍ରୀକ୍ଷେତ୍ର ପ୍ରବଳ ଭିଡ ପରିଲକ୍ଷିତ ହୋଇଛି । ବିଶ୍ବାସ ରହିଛି…