Latest Odisha News

BREAKING NEWS

ଦୁର୍ଘଟଣାରେ ଗର୍ଭବତୀ ପତ୍ନୀ ଓ ସ୍ବାମୀ ମୃତ…

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର-ଦିଗପହଣ୍ଡି ରାସ୍ତାରେ ଏକ ବାଇକ୍ ଧକ୍କା ଦେବାରୁ ଜଣେ ଗର୍ଭବତୀ ମହିଳା ଏବଂ ତାଙ୍କ ସ୍ୱାମୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ସେମାନଙ୍କ ଦୁଇ ବର୍ଷର ପୁଅ ଆହତ ହୋଇଥିବା ଜଣାପଡିଛି। ମୃତକଙ୍କ ନାମ ପ୍ରତାପ ମଲ୍ଲିକ ଏବଂ ତାଙ୍କ ଆଠ ମାସର…

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ଅପପ୍ରଚାର, ଏଫ୍‌ଆଇଆର୍ ରୁଜୁ…

ଭୁବନେଶ୍ୱର: ଗତ ନ‌ଭେମ୍ବର ୨୪ରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା ଥାଇ ଏକ ଜଲିଆତି ପତ୍ରର ପ୍ରଚାର ହେଉଥିବା ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ନଜରକୁ ଆସିଛି। ସରକାର ଗ୍ରାମ ପଞ୍ଚାୟତ ପିଅନ ନାମରେ ଏକ ପଦବୀ ସୃଷ୍ଟି କରିଛନ୍ତି ଏବଂ ପ୍ରତିମାସ ଦରମା ଭାବେ ୧୩,୧୬୦…

ଏଏନଏମ ପରୀକ୍ଷା ବାତିଲ; ବର୍ଷିଲେ ନବୀନ

ଭୁବନେଶ୍ୱର: ଓଡ଼ିଶା ଡାକ୍ତରୀ ଶିକ୍ଷା ଏବଂ ତାଲିମ ନିର୍ଦ୍ଦେଶକ (ଡିଏମଇଟି) ଶୁକ୍ରବାର ଦିନ ଅପରାହ୍ନ ୨ଟାରେ ଆରମ୍ଭ ହେବାକୁ ଥିବା ସହାୟକ ନର୍ସ ମିଡୱାଇଫେରୀ (ଏଏନ୍ଏମ୍) ପରୀକ୍ଷାକୁ ସ୍ଥଗିତ ରଖିଥିଲେ। ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ଯୋଗୁଁ ଏହି ନିଷ୍ପତି ନିଆଯାଇଥିଲା। ତେବେ ଏହି ଘଟଣାରେ…

T20 Match Ticket: ବାରବାଟୀ ଟିକେଟ ବିକ୍ରି ଶେଷ, ଦିନକରେ ସରିଗଲା ୧୦ ହଜାର ଟିକେଟ୍

କଟକ: ସରିଲା ବାରବାଟୀ ଟିକେଟ ବିକ୍ରି। ଏଥିପାଇଁ ପୂର୍ବରାତିରୁ ଲାଗିଥିଲା ଲମ୍ବା ଲାଇନ। ଦିନକରେ ସରିଗଲା ୧୦ହଜାର ଟିକେଟ୍। ଏବେ ଅପେକ୍ଷା ୯ ତାରିଖକୁ। ଯିଏ ଟିକେଟ ପାଇଲା ଖୁସି, ଆଉ ଯିଏ ନପାଇଲା ମନ ଦୁଃଖ କରି ଘରକୁ ଫେରିଲା। ଇଣ୍ଡିଆ ଓ ସାଉଥ ଆଫ୍ରିକା ମଧ୍ୟରେ ଆସନ୍ତା ଡିସେମ୍ବର ୯…

MKBY; ଝିଅ ବାହାଘର ପାଇଁ ଆଉ ନାହିଁ ଚିନ୍ତା, ଟାଙ୍କା ସହ ଉପହାର ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏଣିକି ଝିଅ ବାହାଘର ପାଇଁ ଆଉ ନାହିଁ ଚିନ୍ତା। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ବା ଏମକେବିୱାଇକୁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ। ଆଉ ଏହି ଯୋଜନା ପାଇଁ ଆସିଲା ଗାଇଡ୍‌ଲାଇନ। ଗରିବ, ଅସହାୟଙ୍କୁ ୫୧ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇଦେବେ ସରକାର। ସିଧାସଳଖ…

Odisha Winter: ରାଜ୍ୟରେ ହାଡ଼ଭଙ୍ଗା ଶୀତ: ୨ ଡିଗ୍ରୀ ସେଲସିୟସକୁ ଖସିଲା ପାରଦ

ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ଶୀତ ଲହରୀ। ହାଡଭଙ୍ଗା ଶୀତକୁ ଜନଜୀବନ ଅସ୍ତବ୍ୟସ୍ତ। ୨ ଡିଗ୍ରୀ ସେଲସିୟସ ତାପମାତ୍ରାରେ ଥରିଲା ମୟୂରଭଞ୍ଜ। ଜିଲ୍ଲାରେ କୁହୁଡ଼ି ସାଙ୍ଗକୁ ହାଡ଼ଭଙ୍ଗା ଶୀତ। ମୟୂରଭଞ୍ଜ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରୀ ସେଲସିୟସକୁ ଖସିଛି ପାରଦ। ବିଶେଷ କରି…

ଇଣ୍ଡିଗୋ ସଙ୍କଟ: ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି

ନୂଆଦିଲ୍ଲୀ: ଇଣ୍ଡିଗୋ ସଙ୍କଟ ମଧ୍ୟରେ ଯାତ୍ରୀମାନଙ୍କ ପାଇଁ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ଏକ ପରାମର୍ଶ ଜାରି କରିଛି। ସୂଚନା ଅନୁଯାୟୀ, ଇଣ୍ଡିଗୋର ବିମାନ ଉଡାଣ ଧୀରେ ଧୀରେ ସ୍ୱାଭାବିକ ହେଉଛି। ଗୋଟିଏ ଦିନ ପୂର୍ବରୁ ବିମାନ କମ୍ପାନୀ କେବଳ ଦିଲ୍ଲୀରୁ ୧୦୦୦ ରୁ…

ଇଣ୍ଡିଗୋ ସଙ୍କଟ ମଧ୍ୟରେ ରେଳବାଇର ବଡ଼ ଘୋଷଣା; ୩୭ ଟ୍ରେନରେ ଯୋଡାଗଲା ୧୧୬ କୋଚ୍

ନୂଆଦିଲ୍ଲୀ: ଗତ କିଛି ଦିନ ହେବ ଇଣ୍ଡିଗୋ ବହୁ ସଂଖ୍ୟକ ଉଡ଼ାଣ ବାତିଲ କରିଛି। ଯାହା ଫଳରେ ଯାତ୍ରୀମାନେ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେବେ ଏହି ଅସୁବିଧାକୁ ନଜରରେ ରଖି ଭାରତୀୟ ରେଳବାଇ ବଡ଼ ଘୋଷଣା କରିଛି। ଯାତ୍ରୀ ଚାହିଦା ପୂରଣ କରିବା ଏବଂ ଅଧିକ ସିଟ୍ ଯୋଗାଇବା ପାଇଁ…

ଟ୍ରମ୍ପଙ୍କୁ ମିଳିଲା ଶାନ୍ତି ପୁରସ୍କାର…

ନୂଆଦିଲ୍ଲୀ: ଫୁଟବଲର ବିଶ୍ୱ ପ୍ରଶାସକ ସଂସ୍ଥା ଫିଫା ୨୦୨୬ ବିଶ୍ୱକପ୍ ଡ୍ର ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁକ୍ରବାର ଦିନ ଶାନ୍ତି ପୁରସ୍କାର ପ୍ରଦାନ କରିଛି। ଏହି ନିଷ୍ପତ୍ତିକୁ ଫିଫାର କ୍ରୀଡା-କୈନ୍ଦ୍ରିକ ପ୍ରତିଛବିରୁ ଏକ ପ୍ରମୁଖ ପ୍ରତ୍ୟାହାର ଭାବରେ ଦେଖାଯାଉଛି।…

Ama Bus:ପୁଣି ଆମ ବସ୍ ଧକ୍କାରେ ଗଲା ଜୀବନ, ବାଇକ୍ ଆରୋହୀ ଯୁବକଙ୍କ ମୃତ୍ୟୁ

ଭୁବନେଶ୍ବର: ଶୁକ୍ରବାର ଦିନ ରାଜଧାନୀର ବାଣୀବିହାର ସତସଙ୍ଗ ବିହାର ନିକଟରେ ଏକ 'ଆମ ବସ୍' ଜଣେ ବାଇକ୍ ଆରୋହୀ ଯୁବକଙ୍କ ଉପରେ ମାଡ଼ିଯାଇଛି। ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହାପରେ ଏହି ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ଦୁର୍ଘଟଣାରେ ଭୋଇ ନଗରର ସୁଦର୍ଶନ ସାହୁଙ୍କ ମୃତ୍ୟୁ…