ବିଜେବି କ୍ୟାମ୍ପସରୁ ଛାତ୍ରଙ୍କୁ ଉଠେଇ ନେଲା ପୋଲିସ: ଗେଟରେ ତାଲା ପକାଇ ଉତ୍ତ୍ୟକ୍ତ ଛାତ୍ରଙ୍କ ରାଜପଥ ଅବରୋଧ
ଭୁବନେଶ୍ୱର: ଭୁବନେଶ୍ୱର ବିଜେବି କଲେଜରେ ଛାତ୍ର ଉତ୍ତେଜନା । କଲେଜ ଗେଟ୍ରେ ତାଲା ପକାଇ ରାଜପଥ ଅବରୋଧ କଲେ ଛାତ୍ର । କଲେଜ କ୍ୟାମ୍ପସରୁ ଜଣେ ପୂର୍ବତନ ଛାତ୍ରଙ୍କୁ ପୋଲିସ ଉଠାଇ ନେବା ପ୍ରତିବାଦରେ ରାଜପଥ ଅବରୋଧ କରିଛନ୍ତି ଛାତ୍ରଛାତ୍ରୀ । ଦୀର୍ଘ ଏକ ଘଣ୍ଟା ଧରି ରାସ୍ତା ଅବରୋଧ…