ମାଲକାନଗିରି ପୋଲିସକୁ ବଡ଼ ସଫଳତା, ମାଓଗଡ଼ ତୁଳସୀ ପାହାଡ଼ରୁ ମାଓ ସାମଗ୍ରୀ ଜବତ
ମାଲକାନଗିରି: ମାଲକାନଗିରି ପୋଲିସକୁ ବଡ଼ ସଫଳତା । ମାଓଗଡ଼ ତୁଳସୀ ପାହାଡ଼ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛି ମାଲକାନଗିରି DVF ଯବାନ ।
ସୂଚନା ଅନୁସାରେ, ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡ଼ ଅଞ୍ଚଳରେ ପୋଲିସକୁ ଟାର୍ଗେଟ କରିବା ପାଇଁ ମାଓବାଦୀମାନେ ବିପୁଳ ପରିମାଣର ମାଓ…