କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ଉଦଘାଟନ କଲେ ରାଷ୍ଟ୍ରପତି
ବାରିପଦା: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି (ନଭେମ୍ବର ୨୦, ୨୦୨୩ରେ) ମୟୂରଭଞ୍ଜ ଜିଲ୍ଲା କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ଉଦ୍ଘାଟନ କରିଛନ୍ତି।
ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ ପିଲାଦିନେ ତାଙ୍କ ଘର ନିକଟରେ କୌଣସି ବିଦ୍ୟାଳୟ ନଥିଲା; ତେଣୁ ପାଠ…