ଜାତୀୟ ମୁଦ୍ରାରେ ନେଣଦେଣ କରିବା ଆଡ଼କୁ ଯାଉଛି ଭାରତ-ରୁଷ
ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ପୁଟିନଙ୍କ ଭାରତ ଗସ୍ତର ଦ୍ୱିତୀୟ ଦିନ। ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଏକ ମିଳିତ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ଦ୍ବିପାକ୍ଷିକ ଆଲୋଚନା ପରେ ମୋଦି-ପୁଟିନ୍ଙ୍କ ମିଳିତ ପ୍ରେସ୍ ବିବୃତି ଜାରି କରିଛନ୍ତି। ବହୁ…