କୁଲଦୀପ ସିଂ ସେଙ୍ଗରକୁ ସୁପ୍ରିମକୋର୍ଟରୁ ବଡ଼ ଝଟକା, ଆଜୀବନ କାରାଦଣ୍ଡ ସ୍ଥଗିତ ରଖିବା ନିଷ୍ପତ୍ତି ରଦ୍ଦ
ଲକ୍ଷ୍ନୌ: ଉନ୍ନାଓ ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ବିଧାୟକ କୁଲଦୀପ ସିଂ ସେଙ୍ଗରକୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଏକ ବଡ଼ ଝଟକା ଲାଗିଛି । ୨୦୧୭ ଉନ୍ନାଓ ବଳାତ୍କାର ମାମଲାରେ ସେଙ୍ଗରର ଆଜୀବନ କାରାଦଣ୍ଡାଦେଶକୁ ସ୍ଥଗିତ ରଖିବା ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ…