ଏମ୍ସ ଭୁବନେଶ୍ୱର ପକ୍ଷରୁ ରାଜ୍ୟରେ ପ୍ରଥମ ଅଭିନବ “ଟ୍ରାଭେଲ୍ ହେଲଥ୍ କ୍ଲିନିକ୍” ର ଶୁଭାରମ୍ଭ
ଭୁବନେଶ୍ୱର: ନିରାପଦ ଏବଂ ସୁସ୍ଥ ଭ୍ରମଣ ସହିତ ଅର୍ଥନୈତିକ ଅଭିବୃଦ୍ଧିକୁ ସୁରକ୍ଷା ଦେବାରେ ଟ୍ରାଭେଲ ମେଡିସିନର ଭୂମିକା ସମୟର ବଡ଼ ଆହ୍ଵାନ। ତେଣୁ ବିଦେଶ ଯାତ୍ରା କରିଥିବା ସମସ୍ତ ଯାତ୍ରୀଙ୍କ ପାଇଁ ଗୋଟିଏ ସ୍ଥାନରେ ପୂର୍ଣ୍ଣାଙ୍ଗ ସୂଚନା ଉପଲବ୍ଧ ହେବା ନିହାତି ଜରୁରୀ। ଏହାକୁ ଦୃଷ୍ଟିରେ ରଖି…