ଅଭିନେତ୍ରୀ ମୈାସୁମୀ ନାୟକ ଗିରଫ, ଲେଖିକା ଆଣିଥିଲେ ମର୍ଯ୍ୟାଦା ହାନି ଅଭିଯୋଗ
ଭୁବନେଶ୍ୱର: ଓଲିଉଡ ଅଭିନେତ୍ରୀ ତଥା ମଡେଲ୍ ମୈାସୁମୀ ନାୟକଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ଲେଖିକା ବନସ୍ମିତା ପତିଙ୍କ ଅଭିଯୋଗ ଆଧାରରେ କମିଶନରେଟ୍ ପୋଲିସ ସୋମବାର ଅଭିନେତ୍ରୀ ମୌସୁମୀ ନାୟକଙ୍କୁ ଗିରଫ କରିଛି। ଉଭୟ ସମ୍ପର୍କରେ ଗୁରୁ-ଶିକ୍ଷ୍ୟା ଥିଲେ ବୋଲି ବନସ୍ମିତାଙ୍କ ଓକିଲ…