ଅଷ୍ଟ୍ରେଲିଆରେ ରୁଟଙ୍କ ପ୍ରଥମ ଶତକ, ଇଂଲଣ୍ଡ ୩୨୫/୯
ବ୍ରିସବେନ: ଆଶେସ ସିରିଜର ଦ୍ୱିତୀୟ କ୍ରିକେଟ ଟେଷ୍ଟ ଏଠାରେ ଗୁରୁବାରଠାରୁ ଆରମ୍ଭ ହୋଇଛି । ଜୋ ରୁଟଙ୍କ ଶତକ ବଳରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ୯ ୱିକେଟ ବିନିମୟରେ ୩୨୫ ରନ ସଂଗ୍ରହ କରିଛି । ଷ୍ଟମ୍ପସ ଅପସାରଣ ବେଳକୁ ରୁଟ ୧୩୫ ଓ ଜୋଫ୍ରା ଆର୍ଚ୍ଚର ୩୨ ରନ କରି…