ଭାଇ ହେଲା ଭଗାରୀ : ପାରିବାରିକ କଳହକୁ କେନ୍ଦ୍ର କରି ଭାଇକୁ ଏସିଡ୍ ମାଡ କଲା ଭାଇ
ଭୁବନ: ଭାଇ ହେଲା ଭଗାରୀ । ପାରିବାରିକ କଳହକୁ କେନ୍ଦ୍ର କରି ଭାଇକୁ ଭାଇ ଏସିଡ୍ ମାଡ କରିଛି । ଏମିତି କିଛି ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଗଡ଼ଗଁପୁର ଗାଁର ଲତାବିଲ ସାହିରେ । ସୂଚନା ଅନୁସାରେ ଜମି ବାଡିକୁ କେନ୍ଦ୍ର କରି ଗଡଗହଁପୁର ଗାଁରେ ରହୁଥିବା ଭାଗିରଥୀ ନାୟକ ଏବଂ…