ଟାଙ୍ଗିରିଆପାଳ-ଟମକା ରେଳ ଷ୍ଟେସନ୍ ଦୋହରୀକରଣ କାର୍ଯ୍ୟକ୍ଷମ ସମ୍ପୂର୍ଣ୍ଣ, ୧୮୦ କିମିରୁ ୧୬୫.୫ କିମି ପର୍ଯ୍ୟନ୍ତ…
ଭୁବନେଶ୍ଵର: ଶେଷ ହେଲା ନିର୍ମାଣଧିନ ଜଟିଳ ଯଖପୁରା-ଜାରୋଲି ଦୋହରୀକରଣ ପ୍ରକଳ୍ପର ଟାଙ୍ଗିରିଆପାଳ-ଟମକା ରେଳ ଷ୍ଟେସନ୍ ମଧ୍ୟରେ ୧୦.୫୦୬ କିମି ଦୈର୍ଘ୍ୟ ରେଳ ଲାଇନ ନିର୍ମାଣ ସମ୍ପୂର୍ଣ୍ଣ ପରେ କାର୍ଯ୍ୟକ୍ଷମ କରାଯାଇଛି |
ଗତକାଲି କୋଲକାତାର ଦକ୍ଷିଣ ପୂର୍ବ ସର୍କଲ ରେଳ ନିରାପତ୍ତା ଆୟୁକ୍ତ…