ଚାଷୀଙ୍କ ପାଇଁ ଖୁସିର ଖବର; ୪୧ ଲକ୍ଷ ୬୮ ହଜାର ଚାଷୀଙ୍କ ଖାତାକୁ ଆସିଲା ସହାୟତା ରାଶି
ଭୁବନେଶ୍ୱର: ଚାଷୀଙ୍କ ପାଇଁ ଖୁସିର ଖବର ଆଜି ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ ପାଳନ ଅବସରରେ ସିଏମ କିଷାନର ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୪୧ ଲକ୍ଷ ୬୮ ହଜାର ଚାଷୀଙ୍କ ଖାତାକୁ ଆସିଲା ସହାୟତା ରାଶି । ୪୧ ଲକ୍ଷ ୬୮ ହଜାର ଚାଷୀଙ୍କୁ ପ୍ରାୟ ୮୩୮…