ଖସୁଛି ପାରଦ, ବଢୁଛି ଶୀତ: ୧୦ ଡିଗ୍ରୀ ତଳକୁ ଖସିଲା ତାପମାତ୍ରା
ଭୁବନେଶ୍ୱର: ରାଜ୍ୟକୁ ଫେରିଲା ଶୀତ। ଅଧିକାଂଶ ସ୍ଥାନରେ ଥଣ୍ଡା ଅନୁଭୂତ ହେଉଛି। ରାଜ୍ୟରେ ଦିନକୁ ଦିନ ଖସୁଛି ପାରଦ, ଧୀରେ ଧୀରେ ବଢୁଛି ଶୀତ। ଚଳିତ ବର୍ଷ ପ୍ରଥମଥର ପାଇଁ ୧୦ ଡିଗ୍ରୀ ତଳକୁ ଖସିଛି ତାପମାତ୍ରା। ରାଜ୍ୟର ୭ ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ ତଳକୁ…