ସୁପ୍ରିମକୋର୍ଟରେ ନିଯୁକ୍ତି ପାଇଲେ ତିନି ନୂଆ ବିଚାରପତି
ନୂଆଦିଲ୍ଲୀ : ସୁପ୍ରିମକୋର୍ଟରେ ଗୁରୁବାର ତିନି ଜଣ ନୂଆ ବିଚାରପତିଙ୍କୁ ମିଳିଛି ନିଯୁକ୍ତି । ନୂଆ ଜଜଙ୍କୁ ମଶାଇ ଏବେ ସୁପ୍ରିମ କୋର୍ଟରେ ଜଜଙ୍କ ସଂଖ୍ୟା ୩୪ରେ ପହଞ୍ଚିଛି । ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘବାଲ ସୋସିଆଲ ମିଡିଆ ଏବଂ ଏକ୍ସରେ ଜଜଙ୍କ ପଦୋନ୍ନତି ସମ୍ପର୍କରେ ଘୋଷଣା…