ସାରା ବିଶ୍ଵରେ ମହକିବ ମାଣ୍ଡିଆର ବାସ୍ନା, ଉଦଘାଟିତ ହେଲା ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ
ଭୁବନେଶ୍ଵର: ଭୁବନେଶ୍ବରରେ ଆଜିଠାରୁ ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ । ଜନତା ମଇଦାନରେ ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅନ୍ତର୍ଜାତୀୟ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଆଧୁନିକ ଯୁଗର ଆହ୍ୱାନ ନିମନ୍ତେ ପ୍ରାଚୀନ ଶସ୍ୟ-ମିଲେଟସ୍’ ।…