ଓଡିଶା ଟେବୁଲ ଟେନିସ ଏକାଡେମୀକୁ ଉଦଘାଟନ କଲେ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ଓଡିଶାର ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱରରେ ଓଡିଶା ଟେବୁଲ ଟେନିସ ଏକାଡେମୀକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ସେ ୨୯ତମ ରାଜ୍ୟ ଟେବୁଲ ଟେନିସ ଚାମ୍ପିୟନଶିପ ଆରମ୍ଭ ହେଲା ବୋଲି ଘୋଷଣା କରିଥିଲେ । ଏହି ଇଣ୍ଡୋର ଷ୍ଟାଡିୟମରେ ୧୬ଟି ଟିଟି ଟେବୁଲ,…