ରାଜ୍ୟରେ ପ୍ରଥମ ଘଟଣା: ନାଗସାପର ଭୟ ଦେଖାଇ ନାବାଳିକା ଶୋଷଣ, ପୀଡ଼ିତାଙ୍କ ପରିବାରକୁ ଭେଟିଲା ସ୍ନେକ ହେଲ୍ପ ଲାଇନ
ନୟାଗଡ଼: ଓଡ଼ଗାଁ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ନାଗସାପ ଦ୍ଵାରା ଭୟଭୀତ କରାଇ ଶୋଷଣ କରିବା ମାମଲା ସାମ୍ନାକୁ ଆସିଛି। ଅଭିଯୁକ୍ତ ଜଗନ୍ନାଥ ସାହୁଙ୍କ ବିରୁଦ୍ଧରେ ଜାତିଆଣ ଆକ୍ଷେପ ସହିତ ସଙ୍ଗୀନ ପୋକସୋ ଦଫା ଲଗାଯାଇଛି ଏବଂ ଅଧୁନା ସେ ବିଚାରାଧୀନ କଏଦୀ ଭାବରେ ନୟାଗଡ଼ ଜିଲ୍ଲା କାରାଗାରରେ…