ଏବେ ବି ବଞ୍ଚିଛି ଅନ୍ଧବିଶ୍ବାସ : ସାପ ବିଷ କାଢିବାକୁ ଯାଇ ମହିଳା ଗୁଣିଆ ଗୁରୁତର
ଆନନ୍ଦପୁର : ଯୁଗ ବଦଳିଛି ସତ ହେଲେ ଏବେ ବି ବଞ୍ଚିରହିଛି ଅନ୍ଧବିଶ୍ୱାସ । ବିଜ୍ଞାନ ବହୁତ ଆଗକୁ ଯାଇଛି ହେଲେ ଏବେ ବି ଲୋକେ ଝଡାଫୁଙ୍କା ଉପରେ ଭରସା କରୁଛନ୍ତି । ଏହାର ଏକ ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ । ଆନନ୍ଦପୁର ଉପଖଣ୍ଡ ଝଣଝଣା ଗାଁର…