E-Kyc: ସାଢେ ୬ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାସନ କାର୍ଡ….
ଭୁବନେଶ୍ବର: ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ E-KYC ପ୍ରକ୍ରିୟା । E-KYC ତର୍ଜମା ସମୟରେ ୬ ଲକ୍ଷ ୮୩ ହଜାର ୯୯୫ ମୃତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଏନେଇ ଆଜି ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ।
ସେହିପରି ୩୩ ହଜାର ୧୨୮ ଅଯୋଗ୍ୟ ରାସନ…