ଆସନ୍ତା ୬ ତାରିଖରୁ ଭୁବନେଶ୍ୱରରୁ ଜୟପୁରକୁ ଉଡ଼ିବ ଦ୍ବିତୀୟ ବିମାନ
ଭୁବନେଶ୍ଵର: ଚଳିତ ମାସ ୬ ତାରିଖରୁ ଭୁବନେଶ୍ୱରରୁ ଜୟପୁରକୁ ସିଧାସଳଖ ଉଡିବ ଦ୍ୱିତୀୟ ବିମାନ । ସପ୍ତାହକୁ ୨ ଦିନ ସୋମବାର ଓ ଶୁକ୍ରବାର ଉଡ଼ିବ ବିମାନ । ‘ଇଣ୍ଡିଆ ୱାନ୍ ଏ’ ସଂସ୍ଥା ଏହି ବିମାନ ସେବା ଯୋଗାଇବ । ଇଣ୍ଡିଆ ୱାନ୍ ଏୟାରର ୯ ସିଟ ବିଶିଷ୍ଟ ବିମାନ ଭୁବନେଶ୍ବରରୁ ସକାଳ ୭ଟା ୧୦ରେ…