Latest Odisha News

BREAKING NEWS

ଛାଡପତ୍ର ପରେ ମହିଳାମାନେ ଫେରି ପାଇବେ ଯୌତୁକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଛାଡପତ୍ର ପରେ ମହିଳାମାନେ ଫେରି ପାଇବେ ଦେଇଥିବା ଯୌତୁକ। ମଙ୍ଗଳବାର ଦିନ ସୁପ୍ରିମକୋର୍ଟ ଛାଡପତ୍ର ଏବଂ ଯୌତୁକ ଉପରେ ଏକ ଐତିହାସିକ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ଜଣେ ଛାଡପତ୍ରପ୍ରାପ୍ତ ମୁସଲିମ ମହିଳା ବିବାହ ସମୟରେ ତାଙ୍କ ସ୍ବାମୀଙ୍କ ଘରକୁ ନେଇଥିବା ଯୌତୁକ ଯଥା-…

ଅଭ୍ୟାସ ଆରମ୍ଭ କଲେ ଶୁଭମନ ଗିଲ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ଅଧିନାୟକ ଶୁଭମନ ଗିଲ ବେଙ୍ଗାଲୁର ସ୍ଥିତ ସେଂଟର ଅଫ ଏକ୍ସିଲେନ୍ସିରେ ଅଭ୍ୟାସ ଆରମ୍ଭ କରିଛନ୍ତି । ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ ପୂର୍ବରୁ ଫିଟ ହେବାକୁ ଚାହୁଁଛନ୍ତି । ଡିସେମ୍ବର ୫ରେ ତାଙ୍କ ଫଟନେସ ଯାଂଚ କରାଯିବ । ଯଦି ସବୁ କିଛି ଠିକଠାକ…

ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ହେବାକୁ ବଲିଉଡ ଅଭିନେତ୍ରୀ ମାଧୁରୀ ନେଇଛନ୍ତି କୋଟିଏ ୬୦ ଲକ୍ଷ..

ଭୁବନେଶ୍ୱର: ଓଡ଼ିଶା ହସ୍ତତନ୍ତର ଚାହିଦାକୁ ଆନ୍ତର୍ଜାତୀୟ ବଜାରରେ ବ୍ୟାପକ କରିବା ପାଇଁ ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କୁ ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ନିଯୁକ୍ତ କରାଯାଇଛି । ଏହି ନିଯୁକ୍ତି ପାଇଁ ମାଧୁରୀଙ୍କୁ ରାଜ୍ୟ ରାଜକୋଷରୁ ୧ କୋଟି ୬୦ ଲକ୍ଷ ଟଙ୍କା ପ୍ରଦାନ…

କୋହଲି ଖେଳିବେ ବିଜୟ ହଜାରେ ଟ୍ରଫି

ନୂଆଦିଲ୍ଲୀ: ଚୟନ କମିଟି ମୂଖ୍ୟ ଅଜିତ ଅଗରକର ଓ କୋଚ ଗୌତମ ଗମ୍ଭୀରଙ୍କ ସହ ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ମତଭେଦ ଲାଗି ରହିଥିବା ଖବର ପ୍ରକାଶ ପାଇ ଆସୁଛି । ନିକଟରେ ଦୁଇ ସିନିୟର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଓ ରୋହିତ ଶର୍ମା ଦିନିକିଆ କ୍ରିକେଟରେ ପ୍ରଭାବୀ ପ୍ରଦର୍ଶନ ଜାରୀ…

‘ରାଜ୍ୟରେ ଘଞ୍ଚ ଜଙ୍ଗଲରେ ଲାଗିଥିବା ନିଆଁକୁ ରୋକୁଛି AI’

ଭୁବନେଶ୍ୱର:ବିଧାନସଭା ଶୀତକାଳୀନ ଅଧିବେଶନର ଷଷ୍ଠ ଦିନ। ବିଭିନ୍ନ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହୋଇପାରନ୍ତି ଶାସକ ଏବଂ ବିରୋଧୀ । ଗତ ୧୭ ମାସରେ ଜଳିଗଲାଣି ୪ ହଜାର ୬୦୯ ହେକ୍ଟର ଜଙ୍ଗଲ। ଗୃହରେ ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି । ଜୁଲାଇ ୨୦୨୪ରୁ…

ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ, ଧାନ ସଂଗ୍ରହ ପାଇଁ ୫ ଜିଲ୍ଲାକୁ ଦିଆଯାଇଛି ଏତିକି ଟୋକେନ..

ଭୁବନେଶ୍ବର: ମନ୍ତ୍ରୀମାନେ ବିଭିନ୍ନ ମଣ୍ଡି ବୁଲି ସ୍ଥିତି ଅନୁଧ୍ୟାନ କରିବେ । ପ୍ରତ୍ୟେକ ଜିଲ୍ଲା ପାଇଁ ଜଣେ ଲେଖେଁ ମନ୍ତ୍ରୀଙ୍କୁ ମଣ୍ଡି ଦାୟିତ୍ବ ଦିଆଯାଇଛି । ଧାନ ସଂଗ୍ରହ ସମୟରେ ସମନ୍ବୟ ପାଇଁ ମନ୍ତ୍ରିସ୍ତରୀୟ କମିଟି ଗଠନ ହୋଇଛି ବୋଲି ଗୃହରେ ଆଜି ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ…

ପ୍ରଥମ ଥର ପାଇଁ ଦ୍ରୁତ ଗତିରେ ହ୍ରାସ ପାଇଲା ଭାରତୀୟ ମୁଦ୍ରାର ମୂଲ୍ୟ, ଡଲାର ତୁଳନାରେ ୯୦କୁ ଖସିଲା ଟଙ୍କା

ନୂଆଦିଲ୍ଲୀ: ଆଜି (ବୁଧବାର) ଭାରତୀୟ ମୁଦ୍ରା 'ଟଙ୍କା'ର ମୂଲ୍ୟ ଦ୍ରୁତ ଗତିରେ ହ୍ରାସ ପାଇଛି। ପ୍ରଥମ ଥର ପାଇଁ ଡଲାର ତୁଳନାରେ ୯୦ସ୍ତର ଅତିକ୍ରମ କରିଛି ଟଙ୍କା। ପ୍ରଥମ ଥର ପାଇଁ ଦ୍ରୁତ ଗତିରେ ହ୍ରାସ ପାଇଲା ଭାରତୀୟ ମୁଦ୍ରାର ମୂଲ୍ୟ। ଆମେରିକୀୟ ଡଲାର ତୁଳନାରେ ମୁଦ୍ରା ଆଜି ମଧ୍ୟାହ୍ନ ୧୨…

ନଦୀ ଜଳ ଦୂଷିତ ହେଲେ ଦାୟୀ ରହିବେ ଅଧିକାରୀ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଭୁବନେଶ୍ବର: ବିଧାନସଭାର ଶୀତକାଳୀନ ଅଧିବେଶନର ପ୍ରଶ୍ନକାଳରେ ନଦୀ ଜଳ ପ୍ରସଙ୍ଗକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ମନ୍ତ୍ରୀ କହିଛନ୍ତି, ବିଭାଗ ପକ୍ଷରୁ ନଦୀ ଜଳକୁ ତିନି ମାସରେ ଥରେ ପରୀକ୍ଷା କରାଯାଉଛି। ଆମେ…

Bangladeshis Detained: ବାଂଲାଦେଶୀ ସନ୍ଦେହରେ ୮ ଅଟକ, ଯାଞ୍ଚ କରୁଛି ପୋଲିସ

ଭଦ୍ରକ: ବାଂଲାଦେଶୀ ସନ୍ଦେହରେ ବାସୁଦେବପୁର ଥାନାରେ ୮ ଜଣ ଅଟକ ଅଛନ୍ତି। ଦୀର୍ଘ ଦିନ ଧରି ଏମାନେ ଫେରି କରିବା ନାଁରେ ବାସୁଦେବପୁର ଅଞ୍ଚଳରେ ରହି ବିଭିନ୍ନ ଗାଁରେ ବୁଲି କପଡ଼ା ବିକ୍ରି କରୁଥିଲେ। ଆଜି ଭଦ୍ରକ ଏସପି ମନୋଜ ରାଉତଙ୍କ ନିର୍ଦ୍ଦେଶରେ ଚଢ଼ାଉ କରାଯାଇଛି। ବାସୁଦେବପୁର ଅଂଚଳର…

Puri Temple Closed: ଶ୍ରୀବିଗ୍ରହଙ୍କ ବନକଲାଗି ନୀତି: ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ। ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ଦର୍ଶନ। ବୁଧବାର ମାର୍ଗଶିର ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ…