ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା
ପୁରୀ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା। ପୁରୀ ଯାଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ଉପରାଜ୍ୟପାଳ ମନୋଜ ସିହ୍ନା। ଆଜି ଅପରାହ୍ନରେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯିବା ସହ ଗାର୍ଡ ଅଫ୍ ଅନର୍ ଦିଆଯାଇଥିଲା।…