ବିଦେଶରେ ନିଯୁକ୍ତି ଦେବା ପାଇଁ ଏନଏସଡିସି ଓ ଡିପି ୱାର୍ଲଡର ୱି ୱାନ୍ ମଧ୍ୟରେ ଚୁକ୍ତି ସ୍ୱାକ୍ଷର: ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ: ଶିକ୍ଷା ଓ ଦକ୍ଷତା କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କ ସୁଦୃଢ଼ କରିବା ଲକ୍ଷ୍ୟରେ ୟୁଏଇ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ସାରି ଆଜି ସ୍ୱଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି ଗସ୍ତ…