ରାଜନୀତିରେ ଏଣ୍ଟ୍ରି ମାରିବେ ବଲିଉଡ ଅଭିନେତ୍ରୀ କଙ୍ଗନା ରନୌତ ! ଦେଲେ ଏମିତି ସୂଚନା
ମୁମ୍ବାଇ: ରାଜନୀତିରେ ଏଣ୍ଟ୍ରି ମାରିବେ ବଲିଉଡ ଅଭିନେତ୍ରୀ କଙ୍ଗନା ରନୌତ ! ବଲିଉଡ ଫାୟାର ଆକ୍ଟ୍ରିସ କଙ୍ଗନା ସବୁବେଳେ ଚର୍ଚ୍ଚାରେ । କେତେବେଳେ ନିଜ ସ୍ପଷ୍ଟ ବୟାନକୁ ନେଇ ତ କେତଳେବେଳେ ନିଜ ଅଭିନୟକୁ ନେଇ । ଯେ କୌଣସି ପ୍ରସଙ୍ଗ ହେଉ ଖୋଲାଖୋଲି ଭାବେ ନିଜର ସ୍ପଷ୍ଟ ମତ ରଖି…