ଅଶାଳୀନ ପୋଷାକ ପିନ୍ଧିବା ପଡ଼ିଲା ମହଙ୍ଗା, ଉର୍ଫିଙ୍କୁ ଉଠାଇନେଲା ପୋଲିସ
ମୁମ୍ବାଇ: ସୋସିଆଲ ମିଡିଆ ସେନସେସନ ଉର୍ଫି ଜାଭେଦ୍ । ଅଭିନେତ୍ରୀ ଉର୍ଫି ଜାଭେଦ୍ ଜଣେ ଟିଭି ତାରକା ହେବା ସହ ସୋସିଆଲ୍ ମିଡି଼ଆ ଦୁନିଆରେ ଏକ ବଡ ନାଁ । ନିଜର ଅଜବ ପୋଷାକ ପରିଧାନ ନେଇ ଅଧିକାଂଶ ସମୟରେ ଟ୍ରୋଲ ହୁଅନ୍ତି ଉର୍ଫି । କିଛି ଲୋକଙ୍କୁ ଉର୍ଫିଙ୍କ ଅନ୍ଦାଜ ଖୁବ ପସନ୍ଦ ହେଉଥିବା…