ଟ୍ୟୁସନ୍ ଫି ପାଇଁ ତଣ୍ଟି କାଟି ନାବାଳକକୁ ହତ୍ୟା : ଡିସିପି
ଖୋର୍ଦ୍ଧା : ଜଟଣୀରେ ଘରେ ପଶି ନାବାଳକକୁ ହତ୍ୟା ଘଟଣା । ଟିଉସନ୍ ଫି ପାଇଁ ନାବାଳକକୁ ହତ୍ୟା କରାଯାଇଛି । ଏ ନେଇ ଏକ ପ୍ରେସମିଟରେ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପ୍ରତୀକ ସିଂ । ମୃତ ବାଳକ ଶୁଭମ୍ ସ୍ବରୂପ ପାଲଟାସିଂ ର ବାପା ଏବଂ ମାଆ ଟ୍ୟୁସନ୍ କରନ୍ତି । ହତ୍ୟା କରିଥିବା ଯୁକ୍ତ…